John 2:10 — Compare Translations
7 translations compared side by side
Odia - 1840
"ସେ ବରକୁ କହିଲେ, ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ୟଥେଷ୍ଟ ପିଇ ତୃପ୍ତ ହବୋପରେ ସମାନେେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ୟ୍ଯନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସମସ୍ତେ ସବୁଠୁ ଉକ୍ରୃଷ୍ଟ ଦ୍ରାକ୍ଷାରସ ପ୍ରଥମେ ପରିବେଷଣ କରନ୍ତି ଏବଂ ଅତିଥିମାନେ ତାହା ପାନ କରି ପରିତୃପ୍ତ ହେବା ପରେ ସାଧାରଣ ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମେ ସବୁଠାରୁ ଭଲ ଦ୍ରାକ୍ଷାରସ ଶେଷ ପର୍ଯ୍ୟନ୍ତ ରଖିଛ!”
Odia Bible ERV 2004 (ପବିତ୍ର ବାଇବଲ)
ସେ ବରକୁ କହିଲେ, “ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ଯଥେଷ୍ଟ ପିଇ ତୃପ୍ତ ହେବାପରେ ସେମାନେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ଯ୍ୟନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ “ಸಗ್ಳಿ ಲೊಕಾ ಅದ್ದಿ ಬರೊ ವಾಯ್ನ್ ವಾಟ್ತ್ಯಾತ್, ಪಾವ್ನ್ಯಾನಿ ಪಿವ್ನ್ ಖುಶಿ ಹೊಲ್ಲ್ಯಾ ಮಾನಾ, ಸಾದ್ರನಾಚೊ ವಾಯ್ನ್ ವಾಟ್ತ್ಯಾತ್, ಖರೆ ತಿಯಾ ಅಜುನ್ಬಿ ಬರೊ ವಾಯ್ನ್ ಥವ್ಲೆ” ಮಟ್ಲ್ಯಾನ್.