John 2:11 — Compare Translations
7 translations compared side by side
Odia - 1840
"ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ୟ୍ଯ କାର୍ୟ୍ଯ ଥିଲା। ସେ ଏହି ଆଶ୍ଚର୍ୟ୍ଯକାମ ଗାଲୀଲୀର କାନ୍ନା ସହର ରେ କରିଥିଲେ। ଏହିପରି ସେ ତାହାଙ୍କ ମହିମା ଦଖାଇେଲେ। ଏବଂ ତାହାଙ୍କର ଶିଷ୍ଯମାନେ ତାହାଙ୍କ ଉପରେ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କର ଏହି ପ୍ରଥମ ଅଲୌକିକ କାର୍ଯ୍ୟ ଗାଲିଲୀର କାନ୍ନା ସହରରେ କରିଥିଲେ। ସେଠାରେ ସେ ତାଙ୍କର ମହିମା ପ୍ରକାଶ କଲେ ଏବଂ ଶିଷ୍ୟମାନେ ତାଙ୍କଠାରେ ବିଶ୍ୱାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା। ସେ ଏହି ଆଶ୍ଚର୍ଯ୍ୟକାମ ଗାଲିଲୀର କାନ୍ନା ସହରରେ କରିଥିଲେ। ଏହିପରି ସେ ତାହାଙ୍କ ମହିମା ଦେଖାଇଲେ। ଏବଂ ତାହାଙ୍କର ଶିଷ୍ୟମାନେ ତାହାଙ୍କ ଉପରେ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಗಾಲಿಲಿಯಾತ್ಲ್ಯಾ ಕಾನಾ ಮನ್ತಲ್ಯಾ ಶಾರಾತ್ ಪಯ್ಲೆಚೆ ಅಜಾಪ್ ಕರ್ಲ್ಯಾನ್, ಥೈ ತೆನಿ ಅಪ್ನಾಚಿ ಮಹಿಮಾ ದಾಕ್ವುನ್ ದಿಲ್ಯಾನ್, ಅನಿ ತೆಚಿ ಶಿಸಾ ತೆಚ್ಯಾ ವರ್ತಿ ತೆಕಾ ವಿಶ್ವಾಸ್ ಕರ್ಲ್ಯಾನಿ.