John 2:12 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ କଫର୍ନାହୂମ ସହରକୁ ଗଲେ। ତାଙ୍କ ସହିତ ତାଙ୍କର ମାଆ, ତାଙ୍କର ଭାଇମାନେ ଓ ତାଙ୍କର ଶିଷ୍ଯମାନେ ଗଲେ। ସମାନେେ ସମସ୍ତେ କଫର୍ନାହୂମ ରେ କିଛି ଦିନ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ଆପଣା ମାତା, ଭ୍ରାତୃବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁ, ତାଙ୍କ ମା’, ଭାଇମାନେ ଓ ଶିଷ୍ୟମାନେ କପର୍ନାହୂମକୁ ଯାଇ ସେଠାରେ କିଛିଦିନ ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ କଫର୍ନାହୂମ ସହରକୁ ଗଲେ। ତାଙ୍କ ସହିତ ତାଙ୍କର ମା, ତାଙ୍କର ଭାଇମାନେ ଓ ତାଙ୍କର ଶିଷ୍ୟମାନେ ଗଲେ। ସେମାନେ ସମସ୍ତେ କଫର୍ନାହୂମରେ କିଛି ଦିନ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಹೊಲ್ಲ್ಯಾ ಮಾನಾ ಜೆಜು ತೆಚಿ ಬಾಯ್, ಭಾವಾ, ಅನಿ ಶಿಸಾ ಕಫರ್ನವ್ ಮನ್ತಲ್ಯಾ ಗಾಂವಾಕ್ ಗೆಲೊ, ಅನಿ ಎಕ್ ಉಲ್ಲಿ ದಿಸಾ ಥೈಚ್ ರ್ಹಾಲ್ಯಾನಿ.