John 2:13 — Compare Translations

7 translations compared side by side

Odia - 1840
"ସେତବେେଳେ ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହାଇେଆସୁଥିଲା। ତେଣୁ ଯୀଶୁ ୟିରୂଶାଲମକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀମାନଙ୍କର ନିସ୍ତାର ପର୍ବ ଅତି ନିକଟ ହୋଇ ଆସିଲା। ତେଣୁ ଯୀଶୁ ଯିରୂଶଶଲମକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ଭିତରେ ଯୀଶୁ ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଆସୁଥିଲା। ତେଣୁ ଯୀଶୁ ଯିରୁଶାଲମକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚೊ ಪಾಸ್ಕಾಚೊ ಸನ್ ತೊಂಡಾರ್ ಯೆಲ್ಲೊ, ತಸೆ ಮನುನ್ ಜೆಜು ವೈರ್ ಜೆರುಜಲೆಮಾಕ್ ಗೆಲೊ.