John 2:14 — Compare Translations
7 translations compared side by side
Odia - 1840
"ସହେି ମନ୍ଦିର ପରିସର ରେ ଯୀଶୁ ଲୋକମାନଙ୍କୁ ଗୋରୁ, ମେଣ୍ଢା ଓ କପୋତ ବିକ୍ରୀ କରିବାର ଦେଖିଲେ। କେତକେ ଲୋକଙ୍କୁ ସେ ଟବେୁଲ ପାଖ ରେ ବସିଥିବାର ଦେଖିଲେ। ସହେି ଲୋକମାନେ ଲୋକଙ୍କର ଟଙ୍କା ବିନିମୟ ଓ ବ୍ଯବସାୟ ମଧ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ସେ ଦେଖିଲେ, ମନ୍ଦିର ଭିତରେ ଲୋକେ ଗୋରୁଗାଈ, ମେଣ୍ଢା ଓ ପାରା ବ୍ୟବସାୟ କରୁଛନ୍ତି ଓ ମୁଦ୍ରା ବିନିମୟକାରୀମାନେ ମେଜ ଉପରେ ସେମାନଙ୍କ ମୁଦ୍ରାସବୁ ସଜାଇ ବସିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମନ୍ଦିର ପରିସରରେ ଯୀଶୁ ଲୋକମାନଙ୍କୁ ଗୋରୁ, ମେଣ୍ଢା ଓ କପୋତ ବିକ୍ରୀ କରିବାର ଦେଖିଲେ। କେତେକ ଲୋକଙ୍କୁ ସେ ଟେବୁଲ ପାଖରେ ବସିଥିବାର ଦେଖିଲେ। ସେହି ଲୋକମାନେ ଲୋକଙ୍କର ଟଙ୍କା ବିନିମୟ ଓ ବ୍ୟବସାୟ ମଧ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ದೆವಾಚ್ಯಾ ಗುಡಿತ್ ಲೊಕಾ, ಗೊರಾ, ಬಕ್ರಿ, ಅನಿ ಪಾರಿವಾಳಾ ಇಕ್ತಲೆ ತೆನಿ ಬಗಟ್ಲ್ಯಾನ್, ಅನಿ ಮೆಜಾ ವರ್ತಿ ಬಸುನ್ ಪೈಶ್ಯಾಂಚಿ ಅದ್ಲಾ-ಬದ್ಲಿ ಕರ್ತಲೊ ಯಾವಾರ್ ಕರ್ತಲಿ ಲೊಕಾಬಿ ಅಪ್ನಾಚ್ಯಾ ಜಾಗ್ಯಾ ವೈನಿ ಬಸಲ್ಲಿ ಹೊತ್ತಿ.