John 2:15 — Compare Translations

7 translations compared side by side

Odia - 1840
"ଯୀଶୁ କେତେ ଖଣ୍ଡ ଦଉଡି ରେ ଗୋଟିଏ ଛାଟ ତିଆରି କଲେ। ତା'ପରେ ଯୀଶୁ ସେ ସମସ୍ତ ଲୋକମାନଙ୍କୁ, ମେଣ୍ଢାଗୁଡିକୁ ଓ ଗୋରୁଗୁଡିକୁ ସଠାରୁେ ଜାରେ ଜବରଦସ୍ତି ତଡି ଦେଲେ। ସେ ମୁଦ୍ରା ବିନିମୟକାରୀମାନଙ୍କର ଟଙ୍କା ତଳେ ପକଇେ ମଜଗେୁଡିକ ଓଲଟଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇପକାଇଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଦଉଡ଼ି ବଳି ଗୋଟିଏ ଚାବୁକ ତିଆରି କଲେ ଏବଂ ଗୋରୁ, ମେଣ୍ଢାମାନଙ୍କୁ ମନ୍ଦିରରୁ ବାହାର କରିଦେଲେ। ମୁଦ୍ରା ବିନିମୟକାରୀମାନଙ୍କର ମେଜସବୁ ଓଲଟାଇ ଦେଇ ମୁଦ୍ରାଗୁଡ଼ିକୁ ତଳେ ବିଞ୍ଚି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କେତେ ଖଣ୍ଡ ଦଉଡ଼ିରେ ଗୋଟିଏ ଛାଟ ତିଆରି କଲେ। ତା’ପରେ ଯୀଶୁ ସେ ସମସ୍ତ ଲୋକମାନଙ୍କୁ, ମେଣ୍ଢାଗୁଡ଼ିକୁ ଓ ଗୋରୁଗୁଡ଼ିକୁ ସେଠାରୁ ଜୋର୍ ଜବରଦସ୍ତି ତଡ଼ି ଦେଲେ। ସେ ମୁଦ୍ରା ବିନିମୟକାରୀମାନଙ୍କର ଟଙ୍କା ତଳେ ପକେଇ ମେଜଗୁଡ଼ିକ ଓଲଟେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಬಾರಿಕ್- ಬಾರಿಕ್ ದೊರಿಯಾನಿ ಎಕ್ ಬಾರ್‍ಕೊಲ್ ಕರ್ಲ್ಯಾನ್, ಅನಿ ಸಗ್ಳ್ಯಾ ಜನಾವರಾಕ್ನಿ, ಬಕ್ರ್ಯಾಕ್ನಿ, ಗೊರಾಕ್ನಿ ಭಾಯ್ರ್ ಹಂಬಡ್ಲ್ಯಾನ್, ಪೈಸ್ಯಾಂಚೊ ಯಾವಾರ್ ಕರ್‍ತಲ್ಯಾಂಚಿ ಮೆಜಾ ಪಾಡ್ವುನ್ ಘಾಟ್ಲ್ಯಾನ್ ಅನಿ ತೆಂಚೆ ಪೈಸೆ ಮಾಳ್ಬರ್ ಕರ್ಲ್ಯಾನ್.