John 2:16 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ କପୋତ ବପୋରୀମାନଙ୍କୁ ଯାଇ କହିଲେ, ଏସବୁ ଜିନିଷଗୁଡିକ ଏଠାରୁ ନଇଯାେଅ। ମାରେ ପରମପିତାଙ୍କ ଘରକୁ ଗୋଟିଏ ବାଣିଜ୍ଯ ଗୃହ ରେ ପରିଣତ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାରା ବିକ୍ରେତାମାନଙ୍କୁ ଆଦେଶ ଦେଲେ, “ଏସବୁ ଏଠାରୁ ବାହାର କର। ମୋ’ ପିତାଙ୍କ ଗୃହକୁ ହାଟ ବଜାରରେ ପରିଣତ କର ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ କପୋତ ବେପାରୀମାନଙ୍କୁ ଯାଇ କହିଲେ, “ଏସବୁ ଜିନିଷ ଗୁଡ଼ିକ ଏଠାରୁ ନେଇଯାଅ। ମୋର ପରମପିତାଙ୍କ ଘରକୁ ଗୋଟିଏ ବାଣିଜ୍ୟ ଗୃହରେ ପରିଣତ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, “ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಪಾರಿವಾಳಾ ಇಕ್ತಲ್ಯಾಕ್ನಿ, ತೆಂಕಾ ಹಿತ್ನಾ ಭಾಯ್ರ್ ಕಾಡಾ! ಮಾಜ್ಯಾ ಬಾಬಾಚೆ ಘರ್ ಬಾಜಾರ್ ಭರ್‍ತಲೊ ಜಾಗೊ ಕರುನ್ ಥವ್ನಕಾಶಿ! ಮನುನ್ ಸಾಂಗಟ್ಲ್ಯಾನ್.