John 2:17 — Compare Translations
7 translations compared side by side
Odia - 1840
"ଏହି ସବୁ ଘଟଣା ଘଟିବା ବେଳେ ଯୀଶୁଙ୍କର ଶିଷ୍ଯମାନେ ଶାସ୍ତ୍ର ରେ ଲଖାେ ହାଇେଥିବା ଏହି ବାଣୀ ମନେ ପକାଇଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଦେଖି ଶାସ୍ତ୍ରରେ ଲିଖିତ ଏକ ଉକ୍ତି ଶିଷ୍ୟମାନଙ୍କର ମନେ ପଡ଼ିଲା, “ତୁମ ଗୃହ ପ୍ରତି ମୋର ଭକ୍ତି ମୋ’ ଭିତରେ ଅଗ୍ନି ପରି ପ୍ରଜ୍ଜ୍ୱଳିତ ହେଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ଘଟଣା ଘଟିବା ବେଳେ ଯୀଶୁଙ୍କର ଶିଷ୍ୟମାନେ ଶାସ୍ତ୍ରରେ ଲେଖା ହୋଇଥିବା ଏହି ବାଣୀ ମନେ ପକାଇଲେ: “ତୁମ୍ଭ ଗୃହ ପାଇଁ ମୋର ଅନୁରାଗ ମୋତେ ଗ୍ରାସ କରିଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಚ್ಯಾ ಶಿಸಾಕ್ನಿ ಪವಿತ್ರ್ ಪುಸ್ತಕ್, “ಮಾಜ್ಯಾ ದೆವಾ ತುಜ್ಯಾ ಘರಾಸಾಟ್ನಿ ಮನುನ್ ಹೊತ್ತಿ ಮಾಜಿ ಉರ್ಬಾ ಎಕ್ ಆಗಿ ಸರ್ಕೆ ಮಾಜ್ಯಾ ಭುತ್ತುರ್ ಜಳುಲಾ” ಮನ್ತಲ್ಯಾ ಗೊಸ್ಟಿಯಾಂಚಿ ಯಾದ್ ಯೆಲಿ.