John 2:18 — Compare Translations
7 translations compared side by side
Odia - 1840
"ଯୀହୂଦୀମାନେ ଯୀଶୁଙ୍କୁ କହିଲେ, ଆମ୍ଭକୁ ଚିହ୍ନ ସ୍ବରୂପେ ଏକ ଆଶ୍ଚର୍ୟ୍ଯ କାର୍ୟ୍ଯ କରି ଦଖାେଅ। ପ୍ରମାଣିତ କର ଯେ, ଏସବୁ କରିବା ପାଇଁ ତୁମ୍ଭର ଅଧିକାର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭ-ମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀ କର୍ତ୍ତୃପକ୍ଷମାନେ ଯୀଶୁଙ୍କୁ ପ୍ରଶ୍ନ କଲେ, “ଏଭଳି କାର୍ଯ୍ୟ କରିବା ପାଇଁ ତୁମର ଅଧିକାର ଅଛି ବୋଲି ତୁମେ କି ଅଲୌକିକ କାର୍ଯ୍ୟ ଦ୍ୱାରା ପ୍ରମାଣ ଦେଇ ପାରିବ?”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭକୁ ଚିହ୍ନ ସ୍ୱରୂପେ ଏକ ଆଶ୍ଚର୍ଯ୍ୟ କାର୍ଯ୍ୟ କରି ଦେଖାଅ। ପ୍ରମାଣିତ କର ଯେ, ଏସବୁ କରିବା ପାଇଁ ତୁମ୍ଭର ଅଧିକାର ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏ ସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚ್ಯಾ ಅದಿಕಾರ್ಯಾನಿ ತೆಚ್ಯಾಕ್ಡೆ ಯೆವ್ನ್ ತಿಯಾ ಕಸ್ಲೆ ಕಾಮ್ ಕರುನ್ ದಾಕ್ವುಕ್ ಹೊತಾ ತೆಚ್ಯಾ ವೈನಾ ತುಕಾ ಅದಿಕಾರ್ ಹಾಯ್ ಮನುನ್ ಸಾಬಿತ್ ಹೊತಾ. ಮನುನ್ ಇಚಾರ್ಲ್ಯಾನಿ.