John 2:20 — Compare Translations
7 translations compared side by side
Odia - 1840
"ଯିହୂଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ପାଇଁ ଲୋକମାନେ ଛଯାଳିଶ ବର୍ଷ ପର୍ୟ୍ଯନ୍ତ କାମ କରିଥିଲେ। ଆଉ ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କରୁଛ, ତୁମ୍ଭେ ଏହା ତିନି ଦିନ ମଧିଅରେ ନିର୍ମାଣ କରି ଦବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହିଲେ, “କ’ଣ ତିନି ଦିନ ଭିତରେ ତୁମେ ତାକୁ ତିଆରି କରିଦେଇ ପାରିବ? ଏହାକୁ ତିଆରି କରିବା ପାଇଁ ଯେ ଛୟାଳିଶ ବର୍ଷ ଲାଗିଥିଲା।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ କହିଲେ, “ଏହି ମନ୍ଦିର ନିର୍ମାଣ କରିବା ପାଇଁ ଲୋକମାନେ ଛୟାଳିଶ ବର୍ଷ ପର୍ଯ୍ୟନ୍ତ କାମ କରିଥିଲେ। ଆଉ ତୁମ୍ଭେ କ’ଣ ପ୍ରକୃତରେ ବିଶ୍ୱାସ କରୁଛ, ତୁମ୍ଭେ ଏହା ତିନି ଦିନ ମଧ୍ୟରେ ନିର୍ମାଣ କରି ଦେବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯିହୂଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କ'ଣ ତାହାକୁ ତିନି ଦିନରେ ତୋଳି ଦେବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ, “ಹಿ ದೆವಾಚಿ ಗುಡಿ ಭಾಂದುಕ್ ಚಾಳಿಸಾಚ್ಯಾ ವರ್ತಿ ಸಾ ವರ್ಸಾಲಾಗಲ್ಲಿ! ಪರ್ತುನ್ ತಿನ್ ದಿಸಾತ್ನಿ ತಿಯಾ ಹಿ ದೆವಾಚಿ ಗುಡಿ ಭಾಂದ್ತೆಯ್ ಕಾಯ್?” ಮನುನ್ ಇಚಾರ್ಲ್ಯಾನಿ.