John 2:22 — Compare Translations
7 translations compared side by side
Odia - 1840
"ଯୀଶୁ ମୃତ୍ଯୁରୁ ଉଠିଲା ପରେ ତାହାଙ୍କ ଶିଷ୍ଯମାନେ ତାହାଙ୍କ କହିଥିବା କଥା ମନେ ପକାଇଥିଲେ। ତେଣୁ ତାହାଙ୍କର ଶିଷ୍ଯମାନେ ତାହାଙ୍କ ବିଷୟ ରେ ଶାସ୍ତ୍ର ରେ ଯାହା ଲଖାେଥିଲା ଓ ଯୀଶୁ ଯାହା କହିଥିଲେ, ସେସବୁ କଥା ବିଶ୍ବାସ କଲେ।)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ପୁନରୁତ୍ଥାନ ପରେ ଶିଷ୍ୟମାନଙ୍କର ମନେ ପଡ଼ିଲା ଯେ ସେ ଏହା କହିଥିଲେ। ତେଣୁ ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥାରେ ବିଶ୍ୱାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମୃତ୍ୟୁରୁ ଉଠିଲା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ କହିଥିବା କଥା ମନେ ପକାଇଥିଲେ। ତେଣୁ ତାହାଙ୍କର ଶିଷ୍ୟମାନେ ତାହାଙ୍କ ବିଷୟରେ ଶାସ୍ତ୍ରରେ ଯାହା ଲେଖାଥିଲା ଓ ଯୀଶୁ ଯାହା କହିଥିଲେ, ସେସବୁ କଥା ବିଶ୍ୱାସ କଲେ।)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತೊ ಮರುನ್ ಝಿತ್ತೊ ಹೊವ್ನ್ ಉಟುನ್ ಯೆಲ್ಲ್ಯಾ ತನ್ನಾ ತ್ಯೆಚ್ಯಾ ಶಿಸಾಕ್ನಿ ತ್ಯೆಚ್ಯಾ ಹ್ಯಾ ಗೊಸ್ಟಿಯಾಂಚಿ ಯಾದ್ ಹೊತ್ತಿ, ಅನಿ ತೆನಿ ಪವಿತ್ರ್ ಪುಸ್ತಕಾ ವರ್ತಿ, ಅನಿ ಜೆಜುನ್ ಸಾಂಗಲ್ಲ್ಯಾ ಗೊಸ್ಟಿಯಾಂಚ್ಯಾ ವರ್ತಿ ವಿಶ್ವಾಸ್ ಕರ್ಲ್ಯಾನಿ.