John 2:23 — Compare Translations

7 translations compared side by side

Odia - 1840
"ଯୀଶୁ ନିସ୍ତାରପର୍ବ ପାଇଁ ୟିରୁଶାଲମ ରେ ଥିଲେ। ଅନକେ ଲୋକ ତାହାଙ୍କ ଉପରେ ବିଶ୍ବାସ କରିଲେ। କାରଣ ସମାନେେ ତାହାଙ୍କ ଦ୍ବାରା କରାଯାଇଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବାବେଳେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ଵାସ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ନିସ୍ତାର ପର୍ବ ସମୟରେ ଯିରୁଶାଲମରେ ଯୀଶୁ ଥିବା ବେଳେ ଅନେକେ ତାଙ୍କର ଅଲୌକିକ କାର୍ଯ୍ୟ ସବୁ ଦେଖି ତାଙ୍କଠରେ ବିଶ୍ୱାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ନିସ୍ତାରପର୍ବ ପାଇଁ ଯିରୁଶାଲମରେ ଥିଲେ। ଅନେକ ଲୋକ ତାହାଙ୍କ ଉପରେ ବିଶ୍ୱାସ କରିଲେ। କାରଣ ସେମାନେ ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,
Odia IRV 2017 (ଓଡିଆ ବାଇବେଲ)
ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟ କର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಸ್ಕಾಚ್ಯಾ ಸನಾಚ್ಯಾ ಎಳಾರ್ ಜೆರುಜಲೆಮಾತ್ ಹೊತ್ತ್ಯಾ ತನ್ನಾ, ತೆನಿ ಕರಲ್ಲಿ ಅಜಾಪಾ ಬಗುನ್ ಲೈ ಲೊಕಾ ತೆಚೆ ವರ್ತಿ ವಿಶ್ವಾಸ್ ಕರುಕ್ ಲಾಗಲ್ಲಿ.