John 2:24 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ସମାନଙ୍କେୁ ଭରସା କଲେ ନାହିଁ କାରଣ ସେ ସହେି ଲୋକମାନଙ୍କର ମନର ଭାବନା ଜାଣିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ଵାସ ନ କରି ସେମାନଙ୍କ-ଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ସେମାନଙ୍କ ଉପରେ ଆସ୍ଥା ରଖିପାରିଲେ ନାହିଁ, କାରଣ ସେ ସେମାନଙ୍କୁ ଭଲଭାବେ ଜାଣିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେମାନଙ୍କୁ ଭରସା କଲେ ନାହିଁ କାରଣ ସେ ସେହି ଲୋକମାନଙ୍କର ମନର ଭାବନା ଜାଣିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣିଥିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ୍‍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುಕ್ ತೆಚ್ಯಾ ವಿಶ್ವಾಸಾಚ್ಯಾ ವರ್ತಿ ಅಪ್ನಾಕ್ ಸೊಡುನ್ ದಿವ್ಕ್ ನಾ ಕಶ್ಯಾಕ್ ಮಟ್ಲ್ಯಾರ್ ತೆಚ್ಯೆ ಸಗ್ಳೆ ಗೊತ್ತ್ ಹೊಲ್ಲೆ.