John 2:25 — Compare Translations
7 translations compared side by side
Odia - 1840
"ମନୁଷ୍ଯର ମନ ଭିତ ରେ କ'ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟ ରେ ବୁଝଇବୋ କାହାରି ଦରକାର ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ବିଷୟରେ ତାଙ୍କୁ କେହି କିଛି କହିବା ଆବଶ୍ୟକ ନ ଥିଲା, କାରଣ ଯୀଶୁ ସେମାନଙ୍କ ଅନ୍ତରର କଥା ଜାଣିପାରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ମନ ଭିତରେ କ’ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟରେ ବୁଝେଇବା କାହାରି ଦରକାର ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କ'ଣ ଅଛି, ତାହା ସେ ଆପେ ଜାଣୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾ ವಿಶಯಾತ್ ತೆಕಾ ಕೊನ್ಬಿ ಸಾಂಗುಚೆ ಮನುನ್ ನತ್ತೆ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಚ್ಯಾ ಮನಾತ್ನಿ ಕಾಯ್ ಹಾಯ್ ಮನುನ್ ಜೆಜುಕ್ ಗೊತ್ತ್ ಹೊಲ್ಲೆ.