John 2:4 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ପ୍ରିୟ ନାରୀ, କ'ଣ କରିବାକୁ ହବେ, ଏହା ତୁମ୍ଭେ ମାେତେ କହିବା ଉଚିତ ନୁହେଁ। ମାରେ ସମୟ ଏପର୍ୟ୍ଯନ୍ତ ଆସି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ: “ମୋତେ କ’ଣ କରିବାକୁ ହେବ, ତୁମେ କହିବା ଦରକାର ନାହିଁ। ମୋର ସମୟ ଏ ପର୍ଯ୍ୟନ୍ତ ଆସି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ପ୍ରିୟ ନାରୀ, କ’ଣ କରିବାକୁ ହେବ, ଏହା ତୁମ୍ଭେ ମୋତେ କହିବା ଉଚିତ୍ ନୁହେଁ। ମୋର ସମୟ ଏପର୍ଯ୍ୟନ୍ତ ଆସି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಹೆ ಬಾಯ್, ಮಿಯಾ ಕಾಯ್ ಕರುಚೆ? ಮನುನ್ ತಿಯಾ ಮನುಲೆ? ಮಾಜೊ ನೆಮಸಲ್ಲೊ ಎಳ್ ಅಜುನ್ ಯೆವ್ಕ್ ನಾ”