John 2:5 — Compare Translations
7 translations compared side by side
Odia - 1840
"ଯୀଶୁଙ୍କର ମାଆ ସବେକମାନଙ୍କୁ କହିଲେ, ଯୀଶୁ ଯେପରି କହନ୍ତି, ତୁମ୍ଭମାନେେ ସପରେି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ମା’ ପରିଚାରକମାନଙ୍କୁ କହିଲେ, “ସେ ଯାହା କହିବେ, ତାହା କର।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ମା ସେବକମାନଙ୍କୁ କହିଲେ, “ଯୀଶୁ ଯେପରି କହନ୍ତି, ତୁମ୍ଭେମାନେ ସେହିପରି କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುಚ್ಯಾ ಬಾಯ್ನ್ ಆಳಾಕ್ನಿ, “ತೊ ಕಾಯ್ ಸಾಂಗ್ತಾ ತೆ ತುಮಿ ಕರಾ” ಮನುನ್ ಸಾಂಗ್ಲಿನ್.