John 2:6 — Compare Translations

7 translations compared side by side

Odia - 1840
"ସହେି ସ୍ଥାନ ରେ ଛଅଟି ପଥରର ବଡ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ଯବହାର କରୁଥିଲେ। ପ୍ରେତ୍ୟକକ ଜଳକୁଣ୍ଡ ରେ ପ୍ରାୟ ଶ ହରେୁ ଶ ହେ ପଚାଶ ଲିଟର ପାଣି ଧରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀମାନଙ୍କର ଶାସ୍ତ୍ରୀୟ ରୀତି ଅନୁଯାୟୀ ଅଙ୍ଗ ପ୍ରକ୍ଷାଳନ କରି ଶୁଚି ହେବା ପାଇଁ ସେଠାରେ ପ୍ରସ୍ତର ନିର୍ମିତ ଛଅଟି ବଡ଼ ବଡ଼ ପାଣିକୁଣ୍ଡ ଥିଲା। ପ୍ରତ୍ୟେକଟି କୁଣ୍ଡରେ ପ୍ରାୟ ଏକ ଶହ ଲିଟର ପାଣି ଧରି ପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନରେ ଛଅଟି ପଥରର ବଡ଼ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ୟବହାର କରୁଥିଲେ। ପ୍ରତ୍ୟେକ ଜଳକୁଣ୍ଡରେ ପ୍ରାୟ ଶହେରୁ ଶହେ ପଗ୍ଭଶ ଲିଟର ପାଣି ଧରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେଠାରେ ଯିହୂଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವ್ ಲೊಕಾಂಚ್ಯಾ ಖಾಯ್ದ್ಯಾಂಚ್ಯಾ ಸಾರ್ಕೆ ಹಾತ್-ಪಾಯ್ ಧುವ್ನ್ ಪವಿತ್ರ್ ಕರುನ್ ಘೆವ್ಕ್ ಮನುನ್ ಪಾನಿ ಭರುನ್ ಥವ್ತಲೆ, ಸಾ, ಮೊಟೆ ಗುಂಡ್ಯಾಂಚೆ ಢೊನೆ ಅಯ್ಸಿ ತೆ ಎಕ್ಸೆ ವಿಸ್ ಲಿಟರ್ ಪಾನಿ ಮಾವ್ತಾ.