John 2:7 — Compare Translations
7 translations compared side by side
Odia - 1840
"ଯୀଶୁ ସବେକମାନଙ୍କୁ କହିଲେ, ସହେି ଜଳ କୁଣ୍ଡ ରେ ପାଣି ଭର୍ତ୍ତି କର। ତେଣୁ ସବେକମାନେ କୁଣ୍ଡ ରେ ପାଣି ଭର୍ତ୍ତି କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପରିଚାରକମାନଙ୍କୁ କହିଲେ, “ଏହି କୁଣ୍ଡଗୁଡ଼ିକରେ ପାଣି ଭର୍ତ୍ତି କର।” କୁଣ୍ଡସବୁ ପୂର୍ଣ୍ଣ ହେବ ପରେ
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେବକମାନଙ୍କୁ କହିଲେ, “ସେହି ଜଳକୁଣ୍ଡରେ ପାଣି ଭର୍ତ୍ତି କର।” ତେଣୁ ସେବକମାନେ ଜଳକୁଣ୍ଡରେ ପାଣି ଭର୍ତ୍ତି କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।” ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହି ସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಆಳಾಕ್ನಿ, “ತ್ಯಾ ಢೊನ್ಯಾತ್ನಿ ಪಾನಿ ವೊತುನ್ ಭರಾ” ಮಟ್ಲ್ಯಾನ್ ತೆನಿ ತ್ಯಾ ಢೊನ್ಯಾತ್ನಿ ಉಲ್ಲೊಬಿ ಜಾಗೊ ಥೈ ನಸ್ತಾನಾ ಖಳ್ಕಳಿತ್ ಪಾನಿ ಭರ್ಲ್ಯಾನಿ.