John 2:9 — Compare Translations
7 translations compared side by side
Odia - 1840
"ତା'ପରେ ଭୋଜି ଦାଯିତ୍ବ ରେ ଥିବା ମୁଖ୍ଯ ଲୋକ ତାହାକୁ ଚାଖିଲେ। ସହେି ପାଣି ଏବେ ଦ୍ରାକ୍ଷାରସ ରେ ପରିଣତ ହାଇଯୋଇଥିଲା। ସେ ଜାଣି ନଥିଲେ ଯେ ଏପରି ଦ୍ରାକ୍ଷାରସ କେଉଁଠାରୁ ଆସିଲା? କିନ୍ତୁ ସହେି ପାଣି କାଢିଥିବା ସବେକମାନେ ଜାଣିଥିଲେ। ତା'ପରେ ଭୋଜିକର୍ତ୍ତା ବରକୁ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସ ହୋଇଥିବା ସେହି ପାଣିକି ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ସେହି ଜଳସବୁ ଦ୍ରାକ୍ଷାରସରେ ପରିଣତ ହୋଇଥିଲା। ପରିଚାରକମାନେ ଜାଣିଥିଲେ, ଏହି ଦ୍ରାକ୍ଷାରସ କେଉଁଠୁ ଆସିଛି। ଭୋଜି ଦାୟିତ୍ୱରେ ଥିବା ବ୍ୟକ୍ତି ତାହା ଚାଖିଲେ ଓ ତାହା କେଉଁଠୁ ଆସିଛି ଜାଣି ନ ଥିବାରୁ ବରକୁ ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଭୋଜି ଦାୟିତ୍ୱରେ ଥିବା ମୁଖ୍ୟ ଲୋକ ତାହାକୁ ଗ୍ଭଖିଲେ। ସେହି ପାଣି ଏବେ ଦ୍ରାକ୍ଷାରସରେ ପରିଣତ ହୋଇଯାଇଥିଲା। ସେ ଜାଣି ନ ଥିଲେ ଯେ ଏପରି ଦ୍ରାକ୍ଷାରସ କେଉଁଠାରୁ ଆସିଲା? କିନ୍ତୁ ସେହି ପାଣି କାଢ଼ିଥିବା ସେବକମାନେ ଜାଣିଥିଲେ। ତା’ପରେ ଭୋଜିକର୍ତ୍ତା ବରକୁ ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,
Odia IRV 2017 (ଓଡିଆ ବାଇବେଲ)
ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಪಾನಿ ವಾಯ್ನ್ ಹೊಲ್ಲೆ ತ್ಯಾ ಮಾನ್ಸಾನ್ ತೆ ಚಾಟುನ್ ಬಗಟ್ಲ್ಯಾನ್, ಹೆ ವಾಯ್ನ್ ಖೈತ್ನಾ ಯೆಲ್ಲೆ ಮನುನ್ ತ್ಯಾ ಮಾನ್ಸಾಕ್ ಗೊತ್ತ್ ನತ್ತೆ.ಖರೆ ತೆ ಪಾನಿ ಕಾಡಲ್ಲ್ಯಾ ಆಳಾಕ್ನಿ ಗೊತ್ತ್ ಹೊತ್ತೆ, ತೆಚೆಸಾಟ್ನಿ ತೆನಿ ನ್ಹವ್ರ್ಯಾಕ್ ಬಲ್ವುಲ್ಯಾನ್.