John 20:11 — Compare Translations

7 translations compared side by side

Odia - 1840
"କିନ୍ତୁ ମରିୟମ କବର ବାହା ରେ ଠିଆ ହାଇେ କାନ୍ଦୁଥିଲେ। ସେ କାନ୍ଦୁଥିବା ବେଳେ ନଇଁପଡି କବର ଭିତରକୁ ଚାହିଁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ବାହାରେ ମରିୟମ ଠିଆ ହୋଇ କାନ୍ଦିବାକୁ ଲାଗିଲେ। କାନ୍ଦି କାନ୍ଦି ସମାଧି ଭିତରକୁ ନଇଁ ପଡ଼ି ଦେଖିଲେ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମରିୟମ କବର ବାହାରେ ଠିଆ ହୋଇ କାନ୍ଦୁଥିଲେ। ସେ କାନ୍ଦୁଥିବା ବେଳେ ନଇଁପଡ଼ି କବର ଭିତରକୁ ଗ୍ଭହିଁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମରିୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರಿ ಮಾಗ್ದೆಲಿನ್ ಸಮಾದಿಚ್ಯಾ ಭಾಯ್ರ್ ರಡುಂಗೆತ್ ಇಬೆ ಹೊತ್ತಿ ತಿ ರಡ್ತಾರಡ್ತಾನಾಚ್, ತೆನಿ ಸಮಾದಿತ್ ಹಾನ್ಕುನ್ ಬಗಟ್ಲಿನ್.