John 20:12 — Compare Translations
7 translations compared side by side
Odia - 1840
"ସେ ଦୁଇ ଜଣ ସ୍ବର୍ଗଦୂତଙ୍କୁ ଧଳା ଲୁଗା ପିନ୍ଧି ଯୀଶୁଙ୍କ ଶରୀର ଯେଉଁଠା ରେ ଥିଲା, ତାହା ପାଖ ରେ ବସିବାର ଦେଖିଲେ। ଜଣେ ସ୍ବର୍ଗଦୂତ ଯୀଶୁଙ୍କ ମୁଣ୍ଡ ରହିଥିବା ଜାଗା ରେ ଓ ଅନ୍ୟ ଜଣେ ପାଦ ରହିଥିବା ଜାଗା ରେ ବସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ଥୁଆଯାଇଥିଲା, ସେଥିର ମୁଣ୍ତ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୁକ୍ଳ ବସ୍ତ୍ର ପିନ୍ଧିଥିବା ଦୁଇ ଜଣ ସ୍ୱର୍ଗଦୂତ ଯୀଶୁଙ୍କ ଶରୀର ଯେଉଁଠାରେ ରଖାଯାଇଥିଲା, ସେଠାରେ ବସିଥିଲେ- ଜଣେ ମୁଣ୍ଡ ଆଡ଼େ ଓ ଅନ୍ୟ ଜଣେ ପାଦ ପଟେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୁଇଜଣ ସ୍ୱର୍ଗଦୂତଙ୍କୁ ଧଳା ଲୁଗା ପିନ୍ଧି ଯୀଶୁଙ୍କ ଶରୀର ଯେଉଁଠାରେ ଥିଲା, ତାହା ପାଖରେ ବସିବାର ଦେଖିଲେ। ଜଣେ ସ୍ୱର୍ଗଦୂତ ଯୀଶୁଙ୍କ ମୁଣ୍ଡ ରହିଥିବା ଜାଗାରେ ଓ ଅନ୍ୟ ଜଣେ ପାଦ ରହିଥିବା ଜାଗାରେ ବସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೊಗೆ ಜಾನಾ ದೆವ್ದುತಾ ಫಾಂಡ್ರೆ ಕಪ್ಡೆ ನೆಸುನ್ ಜೆಜುಚೆ ಮಡೆ ಥವಲ್ಲ್ಯಾಕ್ಡೆ ಟಕ್ಲ್ಯಾಕ್ಡೆ ಎಕ್ಲೊ, ಅನಿ ಪಾಂಯಾಂಚ್ಯಾ ಬಾಜುಕ್ ಎಕ್ಲೊ ಬಸಲ್ಲೆ ತಿಕಾ ದಿಸ್ಲೆ.