John 20:13 — Compare Translations
7 translations compared side by side
Odia - 1840
"ସମାନେେ ମରିୟମଙ୍କୁ ପଚାରିଲେ, ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପଚାରିଲେ, “କାନ୍ଦୁଛ କାହିଁକି ମାଁ?” ମରିୟମ ଉତ୍ତର ଦେଲେ, “ସେମାନେ ମୋ’ ପ୍ରଭୁଙ୍କୁ ନେଇ ଯାଇଛନ୍ତି। ମୁଁ ଜାଣେ ନାହିଁ, ତାଙ୍କୁ କେଉଁଠି ରଖିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମରିୟମଙ୍କୁ ପଗ୍ଭରିଲେ, “ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ?” ମରିୟମ ଉତ୍ତର ଦେଲେ, “ମୋର ପ୍ରଭୁଙ୍କ ଶରୀର କେତେକ ଲୋକ ନେଇଯାଇଛନ୍ତି। ସେମାନେ ତାହାଙ୍କୁ କେଉଁଠି ରଖିଛନ୍ତି, ତାହା ମୁଁ ଜାଣି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ದೆವ್ದುತಾನಿ, “ಬಾಯಿ, ತಿಯಾ ಕಶ್ಯಾಕ್ ರಡುಲಾಲೆ?” ಮನುನ್ ತಿಕಾ ಇಚಾರ್ಲ್ಯಾನಿ. ತನ್ನಾ ತೆನಿ “ತೆನಿ ಧನಿಯಾಕ್ ಘೆವ್ನ್ ಗೆಲ್ಯಾನಾತ್ ತೆಕಾ ತೆನಿ ಖೈ ಥವ್ಲ್ಯಾನಾತ್ ಮನುನ್ ಮಾಕಾ ಗೊತ್ತ್ ನಾ!” ಮನುನ್ ಜಬಾಬ್ ದಿಲಿನ್.