John 20:14 — Compare Translations

7 translations compared side by side

Odia - 1840
"ସେ ଏହା କହି ବୁଲି ପଡିଲେ। ସେ ଯୀଶୁଙ୍କୁ ସଠାେରେ ଠିଆ ହାଇେଥିବା ଦେଖିଲେ। କିନ୍ତୁ ମରିୟମ ତାହାଙ୍କୁ ଚିହ୍ନିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ମରିୟମ ବୁଲିପଡ଼ି ଦେଖିଲେ, ତାଙ୍କ ପଛପଟେ ଯୀଶୁ ଠିଆ ହୋଇଛନ୍ତି। କିନ୍ତୁ ସେତେବେଳେ ସେ ତାଙ୍କୁ ଚିହ୍ନିପାରି ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏହା କହି ବୁଲି ପଡ଼ିଲେ। ସେ ଯୀଶୁଙ୍କୁ ସେଠାରେ ଠିଆ ହୋଇଥିବା ଦେଖିଲେ। କିନ୍ତୁ ମରିୟମ ତାହାଙ୍କୁ ଚିହ୍ନିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಪರ್ತುನ್ ಬಗ್ತಾನಾ ಜೆಜು ಥೈಚ್ ಇಬೆ ಹೊತ್ತೊ, ಖರೆ ತೊ ಜೆಜುಚ್ ಮನುನ್ ತಿಕಾ ಕಳುಕ್ ನಾ.