John 20:17 — Compare Translations
7 translations compared side by side
Odia - 1840
"ଯୀଶୁ ତାହାଙ୍କୁ କହିଲେ, ମାେତେ ଧର ନାହିଁ। ମୁଁ ଏ ପର୍ୟ୍ଯନ୍ତ ପରମପିତାଙ୍କ ପାଖକୁ ଯାଇନାହିଁ। କିନ୍ତୁ ତୁମ୍ଭେ ଯାଇ ମାରେ ଭାଇମାନଙ୍କୁ କୁହ ଯେ, ମୁଁ ମାରେ ଓ ତୁମ୍ଭର ପରମପିତାଙ୍କ ପାଖକୁ ଫରେିଯାଉଛି। ମୁଁ ମାରେ ଓ ତୁମ୍ଭର ପରମେଶ୍ବରଙ୍କ ପାଖକୁ ଯାଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ଵର ଓ ତୁମ୍ଭମାନଙ୍କର ଈଶ୍ଵରଙ୍କ ନିକଟକୁ ଆରୋହଣ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ମୋତେ ଧରି ରଖିବାକୁ ଚେଷ୍ଟା କର ନାହିଁ, କାରଣ ମୁଁ ଏ ପର୍ଯ୍ୟନ୍ତ ମୋ’ ପିତାଙ୍କ ପାଖକୁ ଯାଇ ନାହିଁ। ମୋ’ ଭାଇମାନଙ୍କ ନିକଟକୁ ଯାଇ କୁହ, ମୋର ପିତା, ତୁମ୍ଭମାନଙ୍କର ପିତା, ମୋର ଈଶ୍ୱର ଓ ତୁମ୍ଭମାନଙ୍କ ଈଶ୍ୱରଙ୍କ ପାଖକୁ ମୁଁ ଯାଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କୁ କହିଲେ, “ମୋତେ ଧର ନାହିଁ। ମୁଁ ଏ ପର୍ଯ୍ୟନ୍ତ ପରମପିତାଙ୍କ ପାଖକୁ ଯାଇ ନାହିଁ। କିନ୍ତୁ ତୁମ୍ଭେ ଯାଇ ମୋର ଭାଇମାନଙ୍କୁ କୁହ ଯେ, ମୁଁ ମୋର ଓ ତୁମ୍ଭର ପରମପିତାଙ୍କ ପାଖକୁ ଫେରିଯାଉଛି। ମୁଁ ମୋର ଓ ତୁମ୍ଭର ପରମେଶ୍ୱରଙ୍କ ପାଖକୁ ଯାଉଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತಿಕಾ, “ಮಾಕಾ ಧರುನ್ ಘೆವ್ನ್ ರಾವ್ನಕ್ಕೊ, ಮಿಯಾ ಅಜುನ್ ಮಾಜ್ಯಾ ಬಾಬಾಕ್ಡೆ ಫಾಟಿ ಪರ್ತುನ್ ಜಾವ್ಕ್ ನಾ, ಖರೆ ಜಾ ಅನಿ ಮಾಜ್ಯಾ ಭಾವಾಕ್ನಿ ಮಿಯಾ ಮಾಜ್ಯಾ ಬಾಬಾ ಅನಿ ತುಮ್ಚ್ಯಾ ಬಾಬಾಕ್ಡೆ, ಮಾಜ್ಯಾ ದೆವಾ ಅನಿ ತುಮ್ಚ್ಯಾ ದೆವಾಕ್ಡೆ ಪರ್ತುನ್ ಜಾವ್ಕ್ ಲಾಗ್ಲಾ ಮನುನ್ ಸಾಂಗ್” ಮನುನ್ ಸಾಂಗಟ್ಲ್ಯಾನ್.