John 20:19 — Compare Translations

7 translations compared side by side

Odia - 1840
"ସଦେିନ ରବିବାର ଥିଲା। ସନ୍ଧ୍ଯା ରେ ସବୁ ଶିଷ୍ଯମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟ ରେ ଶିଷ୍ଯମାନେ ଘରର ସବୁ କବାଟ ବନ୍ଦ କରିଦଇେଥିଲେ। ତା'ପରେ ଯୀଶୁ ଆସି ସମାନଙ୍କେ ମଧିଅରେ ଠିଆ ହାଇେ ସେ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ଵାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ରବିବାର ଦିନ ସନ୍ଧ୍ୟାବେଳେ ଶିଷ୍ୟମାନେ ଇହୁଦୀ କର୍ତ୍ତୃପକ୍ଷମାନଙ୍କ ଭୟରେ ଗୋଟିଏ ରୁଦ୍ଧ କୋଠରୀରେ ଏକତ୍ରିତ ହୋଇଥିଲେ। ହଠାତ୍ ଯୀଶୁ ସେମାନଙ୍କ ମଧ୍ୟରେ ଆସି ଠିଆ ହେଲେ। “ତୁମ୍ଭମାନଙ୍କର ଶାନ୍ତି ହେଉ”,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଶିଷ୍ୟମାନଙ୍କୁ ଦର୍ଶନ ଦେଲେ ସେଦିନ ରବିବାର ଥିଲା। ସନ୍ଧ୍ୟାରେ ସବୁ ଶିଷ୍ୟମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟରେ ଶିଷ୍ୟମାନେ ଘରର ସବୁ କବାଟ ବନ୍ଦ କରିଦେଇଥିଲେ। ତା’ପରେ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହୋଇ ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾಚ್ ಆಯ್ತಾರ್‍ಚೆ ಸಾಂಚೆಕ್ಡೆ ಸಗ್ಳಿ ಶಿಸಾ ಜುದೆವಾಂಚ್ಯಾ ಅದಿಕಾರ್‍ಯಾಕ್ನಿ ಭಿಂವ್ನ್, ದಾರಾ ಧಾಪುನ್ ಘೆವ್ನ್ ಭುತ್ತುರ್ ಬಸಲ್ಲಿ ಹೊತ್ತಿ ತನ್ನಾ ಜೆಜು ಯೆಲೊ, ಅನಿ ತೆಂಚ್ಯಾ ಮದ್ದಿ ಇಬೆ ರ್‍ಹಾಲೊ, ಅನಿ ತೆಂಕಾ, “ಶಾಂತಿ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾಂವ್ದಿತ್” ಮಟ್ಲ್ಯಾನ್.