John 20:2 — Compare Translations

7 translations compared side by side

Odia - 1840
"ତେଣୁ ମରିୟମ, ଶିମାନେ ପିତର ଓ ଅନ୍ୟ ଜଣେ ଶିଷ୍ଯ ଯାହାଙ୍କୁ ଯୀଶୁ ପ୍ ରମେ କରୁଥିଲେ, ସମାନଙ୍କେ ନିକଟକୁ ଦୌଡିଗଲେ ଓ ସେ ସମାନଙ୍କେୁ କହିଲେ, ସମାନେେ ପ୍ରଭୁଙ୍କର ମୃତଦହକେୁ କବର ଭିତରୁ ନଇଯାେଇଛନ୍ତି। ସମାନେେ ତାହାଙ୍କୁ କେଉଁଠା ରେ ରଖିଛନ୍ତି ଆମ୍ଭେ ଜାଣି ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଦୌଡ଼ି ଯାଇ ଶିମୋନ ପିତର ଓ ଯୀଶୁଙ୍କ ସେହି ପ୍ରିୟ ଶିଷ୍ୟକୁ ଖବର ଦେଇ କହିଲେ, “ପ୍ରଭୁଙ୍କୁ ସେମାନେ କବର ଭିତରୁ ନେଇ ଯାଇଛନ୍ତି; କେଉଁଠି ତାଙ୍କୁ ନେଇ ରଖିଛନ୍ତି, ଆମେ ଜାଣି ନାହୁଁ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମରିୟମ, ଶିମୋନ ପିତର ଓ ଅନ୍ୟ ଜଣେ ଶିଷ୍ୟ ଯାହାଙ୍କୁ ଯୀଶୁ ପ୍ରେମ କରୁଥିଲେ, ସେମାନଙ୍କ ନିକଟକୁ ଦୌଡ଼ିଗଲେ ଓ ସେ ସେମାନଙ୍କୁ କହିଲେ, “ସେମାନେ ପ୍ରଭୁଙ୍କର ମୃତଦେହକୁ କବର ଭିତରୁ ନେଇଯାଇଛନ୍ତି। ସେମାନେ ତାହାଙ୍କୁ କେଉଁଠାରେ ରଖିଛନ୍ତି ଆମ୍ଭେ ଜାଣି ନାହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಿ ಪಳುನ್ಗೆತ್ ಸಿಮಾವ್ ಪೆದ್ರು, ಅನಿ ತ್ಯಾ ಜೆಜುಚ್ಯಾ ಪ್ರೆಮಾಚ್ಯಾ ಶಿಸಾಕ್ಡೆ ಗೆಲಿ, “ಅನಿ, ತೆನಿ ಧನಿಯಾಕ್ ಸಮಾದಿತ್ನಾ ಕಾಡುನ್ ನ್ಹೆಲ್ಯಾನಾತ್ ತೆನಿ ಖೈ ನ್ಹೆಲ್ಯಾನಾತ್ ಕಾಯ್ಕಿ” ಮನುನ್ ಸಾಂಗ್ಲಿನ್.