John 20:21 — Compare Translations

7 translations compared side by side

Odia - 1840
"ଯୀଶୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ। ମାେତେ ପରମପିତା ଯେପରି ପଠାଇଥିଲେ, ମୁଁ ସହେିପରି ତୁମ୍ଭକୁ ବର୍ତ୍ତମାନ ପଠାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ, ପିତା ଈଶ୍ୱକର ମୋତେ ଯେପରି ପଠାଇଥିଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହିପରି ପ୍ରେରଣ କରୁଛି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ। ମୋତେ ପରମପିତା ଯେପରି ପଠାଇଥିଲେ, ମୁଁ ସେହିପରି ତୁମ୍ଭକୁ ବର୍ତ୍ତମାନ ପଠାଉଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಗ್ದಾ ಜೆಜುನ್ ತೆಂಕಾ, “ಶಾಂತಿ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾಂವ್ದಿತ್, ಮಾಜ್ಯಾ ಬಾಬಾನ್ ಮಾಕಾ ಧಾಡುನ್ ದಿಲ್ಲ್ಯಾ ಸರ್ಕೆ ಮಿಯಾಬಿ ತುಮ್ಕಾ ಧಾಡುನ್ ದಿತಾ” ಮಟ್ಲ್ಯಾನ್.