John 20:22 — Compare Translations

7 translations compared side by side

Odia - 1840
"ଯୀଶୁ ଏହି କଥା କହିବା ପରେ ଶିଷ୍ଯମାନଙ୍କ ଉପରେ ପ୍ରଶ୍ବାସ ଛାଡି ସେ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ଵାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ସେମାନଙ୍କ ଉପରକୁ ନିଜର ନିଶ୍ୱାସ ଛାଡ଼ି କହିଲେ: “ପବିତ୍ରଆତ୍ମାଙ୍କୁ ଗ୍ରହଣ କର।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏହି କଥା କହିବା ପରେ ଶିଷ୍ୟମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେ କହିଲେ, “ପବିତ୍ରଆତ୍ମାଙ୍କୁ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।
Odia IRV 2017 (ଓଡିଆ ବାଇବେଲ)
ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ತೆಂಚೆ ವರ್ತಿ ಅಪ್ನಾಚೊ ಶ್ವಾಸ್ ಸೊಡ್ಲ್ಯಾನ್, ಅನಿ,“ಪವಿತ್ರ್ ಆತ್ಮ್ಯಾಕ್ ಘೆವಾ,