John 20:24 — Compare Translations

7 translations compared side by side

Odia - 1840
"ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା, ଯୀଶୁ ଆସିଲା ବେଳେ ଶିଷ୍ଯମାନଙ୍କ ସହିତ ନଥିଲା। ସେ ବାରଜଣ ଶିଷ୍ଯଙ୍କ ମଧ୍ଯରୁ ଜଣେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ଵାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିଷ୍ୟମାନଙ୍କୁ ଦର୍ଶନ ଦେବାବେଳେ ଦ୍ୱାଦଶ ଶିଷ୍ୟମାନଙ୍କ ମଧ୍ୟରୁ ଥୋମା (ଯାହାଙ୍କର ଅନ୍ୟ ନାମ “ଯମଜ”) ଉପସ୍ଥିତ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଥୋମାଙ୍କୁ ଯୀଶୁ ଦର୍ଶନ ଦେଲେ ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା, ଯୀଶୁ ଆସିଲା ବେଳେ ଶିଷ୍ୟମାନଙ୍କ ସହିତ ନ ଥିଲା। ସେ ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾರಾ ಜಾನಾ ಶಿಸಾನಿತ್ಲೊ ದಿದಿಮೊಸ್ ಮಟ್ಲ್ಯಾರ್ ಅವ್ಲೊ ಅವ್ಳಿ-ಜವ್ಳಿ ಮನ್ತಲೊ ಥೊಮಸ್ ಜೆಜು ಥೈ ಯೆಲ್ಲ್ಯಾ ತನ್ನಾ ತೆಂಚ್ಯಾ ವಾಂಗ್ಡಾ ನತ್ತೊ.