John 20:29 — Compare Translations

7 translations compared side by side

Odia - 1840
"ଯୀଶୁ ଥୋମାଙ୍କୁ କହିଲେ, ତୁମ୍ଭେ ମାେତେ ଦେଖିବାରୁ ବିଶ୍ବାସ କରୁଛ। ମାତ୍ର ଯେଉଁ ଲୋକମାନେ ମାେତେ ନ ଦେଖି ବିଶ୍ବାସ କରନ୍ତି, ସମାନେେ ପ୍ରକୃତ ରେ ଆଶୀର୍ବାଦର ଯୋଗ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ଵାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ଵାସ କରିଅଛନ୍ତି, ସେମାନେ ଧନ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କୁ କହିଲେ, “ମୋତେ ଦେଖି ତୁମେ ମୋତେ ବିଶ୍ୱାସ କରୁଛ, କିନ୍ତୁ ଯେଉଁମାନେ ମୋତେ ନ ଦେଖି ବିଶ୍ୱାସ କରିବେ, ସେମାନେ ଧନ୍ୟ!”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଥୋମାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରୁଛ। ମାତ୍ର ଯେଉଁ ଲୋକମାନେ ମୋତେ ନ ଦେଖି ବିଶ୍ୱାସ କରନ୍ତି, ସେମାନେ ପ୍ରକୃତରେ ଆଶୀର୍ବାଦର ଯୋଗ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಕಾ, “ತಿಯಾ ಮಾಕಾ ಬಗಟ್ಲೆ ಮನುನ್ ವಿಶ್ವಾಸ್, ಕರುಕ್ ಲಾಗ್ಲೆ, ಖರೆ ಮಾಕಾ ಬಗಿನಸ್ತಾನಾಚ್ ವಿಶ್ವಾಸ್ ಕರ್‍ತಲ್ಯಾಂಚೆ ಕವ್ಡೆ ಬರೆ ಅಸಿಲ್!” ಮಟ್ಲ್ಯಾನ್.