John 20:3 — Compare Translations
7 translations compared side by side
Odia - 1840
"ତେଣୁ ପିତର ଓ ଅନ୍ୟଶିଷ୍ଯ କବର ନିକଟକୁ ୟିବାକୁ ବାହାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ପିତର ଓ ସେହି ଶିଷ୍ୟ ଦୁହେଁ ସମାଧି ଆଡ଼କୁ ଦୌଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପିତର ଓ ଅନ୍ୟ ଶିଷ୍ୟ କବର ନିକଟକୁ ଯିବାକୁ ବାହାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರು, ಅನಿ ತೊ ಅನಿ ಎಕ್ಲೊ ಶಿಸ್ ಸಮಾದಿಕ್ಡೆ ಪಳುನ್ ಗೆಲೆ.