John 20:30 — Compare Translations
7 translations compared side by side
Odia - 1840
"ଯୀଶୁ ଅନକଗେୁଡିଏ ଅନ୍ୟ ଆଶ୍ଚର୍ୟ୍ଯକାର୍ୟ୍ଯଗୁଡିକ କଲେ। ସଗେୁଡିକୁ ତାହାଙ୍କ ଶିଷ୍ଯମାନେ ଦେଖିଲେ। ସହେି ଆଶ୍ଚର୍ୟ୍ଯକାର୍ୟ୍ଯ ଗୁଡିକ ଏ ବହି ରେ ଲଖାଯାେଇନାହିଁ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହିସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନଙ୍କ ଉପସ୍ଥିତିରେ ଯୀଶୁ ଆହୁରି ଅନେକ ଅଲୌକିକ କାର୍ଯ୍ୟ ସାଧନ କରିଥିଲେ। ତାହା ଏ ପୁସ୍ତକରେ ଲେଖାଯାଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ଏହି ବହି ଲେଖିବାର କାରଣ ଯୀଶୁ ଅନେକଗୁଡ଼ିଏ ଅନ୍ୟ ଆଶ୍ଚର୍ଯ୍ୟକାର୍ଯ୍ୟଗୁଡ଼ିକ କଲେ। ସେଗୁଡ଼ିକୁ ତାହାଙ୍କ ଶିଷ୍ୟମାନେ ଦେଖିଲେ। ସେହି ଆଶ୍ଚର୍ଯ୍ୟକାର୍ଯ୍ୟ ଗୁଡ଼ିକ ଏ ବହିରେ ଲେଖାଯାଇ ନାହିଁ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହିସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହି ସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅಪ್ನಾಚ್ಯಾ ಶಿಸಾಂಚ್ಯಾ ಇದ್ರಾಕ್ ಅನಿಬಿ ಲೈ ಅಜಾಪಾ ಕರಲ್ಲ್ಯಾನ್, ತಿ ಸಗ್ಳಿ ಹ್ಯಾ ಪುಸ್ತಕಾತ್ ಲಿವಲ್ಲಿ ನಾತ್.