John 20:31 — Compare Translations

7 translations compared side by side

Odia - 1840
"କିନ୍ତୁ ଏହି ପୁସ୍ତକରେ ଏହି ସବୁ ଲଖାେ ହାଇେଛି ଯେପରି ତୁମ୍ଭେ ବିଶ୍ବାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ବରଙ୍କର ପୁତ୍ର ଅଟନ୍ତି ଓ ବିଶ୍ବାସ କରି, ତୁମ୍ଭମାନେେ ତାହାଙ୍କ ନାମ ଦ୍ବାରା ଜୀବନ ପ୍ରାପ୍ତ ହବେ, ଏଥିନିମନ୍ତେ ଏ ସମସ୍ତ ଲଖାଯାେଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ଵାସ କର ଯେ, ଯୀଶୁ ଈଶ୍ଵରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି ବିଶ୍ଵାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଆ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏତିକି ବେଳେ ଲେଖାଗଲା, ତୁମେ ଯେପରି ବିଶ୍ୱାସ କରିବ ଯେ, ଯୀଶୁ ହିଁ ଈଶ୍ୱରଙ୍କ ପୁତ୍ର ମସୀହ ଏବଂ ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ତୁମେ ଜୀବନ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହି ପୁସ୍ତକରେ ଏହିସବୁ ଲେଖା ହୋଇଛି ଯେପରି ତୁମ୍ଭେ ବିଶ୍ୱାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି ଓ ବିଶ୍ୱାସ କରି, ତୁମ୍ଭେମାନେ ତାହାଙ୍କ ନାମ ଦ୍ୱାରା ଜୀବନ ପ୍ରାପ୍ତ ହେବ, ଏଥିନିମନ୍ତେ ଏ ସମସ୍ତ ଲେଖାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹೆ ಲಿವಲ್ಲೆ ಎವ್ಡೆ ತುಮಿ ಜೆಜು ಮೆಸ್ಸಿಯಾ, ದೆವಾಚೊಲೆಕ್ ಮನುನ್ ವಿಶ್ವಾಸ್ ಕರುಚೆ, ಅನಿ ತುಮಿ ತ್ಯೆಚ್ಯಾ ವರ್ತಿ ಥವಲ್ಲ್ಯಾ ವಿಶ್ವಾಸಾಚ್ಯಾ ವೈನಾ ತುಮಿ ಜಿವ್ ಖಮ್ವುನ್ ಘೆವ್ಸಾಟ್ನಿ ಲಿವಲ್ಲೆ ಹಾಯ್.