John 20:7 — Compare Translations
7 translations compared side by side
Odia - 1840
"ଯେଉଁ ଲୁଗାଟି ଯୀଶୁଙ୍କ ମୁଣ୍ଡ ରେ ଗୁଡା ହାଇେଥିଲା ତାହା ସେ ଦେଖିଲେ। ତାହା ପତଳା ବସ୍ତ୍ର ପାଖ ରେ ନଥାଇ ଅଲଗା ଜାଗା ରେ ଗୁଡଇେ ହାଇେ ପଡିଥିଲା। ପତଳା ଆଚ୍ଛାଦନ ବସ୍ତ୍ର ସହିତ ତାହା ପଡି ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାଙ୍କ ମୁଣ୍ତରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ତାଙ୍କ ମୁଣ୍ଡରେ ବନ୍ଧାଯାଇଥିବା କନା ଖଣ୍ଡକ ମଧ୍ୟ ସେହିପରି ଅଲଗା ସ୍ଥାନରେ ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୁଗାଟି ଯୀଶୁଙ୍କ ମୁଣ୍ଡରେ ଗୁଡ଼ା ହୋଇଥିଲା ତାହା ସେ ଦେଖିଲେ। ତାହା ପତଳା ବସ୍ତ୍ର ପାଖରେ ନ ଥାଇ ଅଲଗା ଜାଗାରେ ଗୁଡ଼େଇ ହୋଇ ପଡ଼ିଥିଲା। ପତଳା ଆଚ୍ଛାଦନ ବସ୍ତ୍ର ସହିତ ତାହା ପଡ଼ି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುಚ್ಯಾ ಟಕ್ಲ್ಯಾರ್ ಲಪ್ಟಲ್ಲೊ ಕಪ್ಡೊ ಎವ್ಡೆಚ್ ತೆಕಾ ದಿಸ್ಲೆ, ತೊ ಕಪ್ಡೊ ಲೈ ಕಿಮ್ತಿಚ್ಯಾ ಕಪ್ಡ್ಯಾಚ್ಯಾ ವಾಂಗ್ಡಾ ಪಡಲ್ಲೊ ನತ್ತೊ, ತೊ ಲಪ್ಟುನ್ ಥವಲ್ಲೊ ಹೊತ್ತೊ.