John 20:8 — Compare Translations

7 translations compared side by side

Odia - 1840
"ଏହାପରେ ଅନ୍ୟଶିଷ୍ଯ ଜଣକ ମଧ୍ଯ ଭିତରକୁ ଗଲେ, ସହେି ଶିଷ୍ଯ ଜଣକ କବର ପାଖ ରେ ଆଗ ପହନ୍ଚିଲେ। ସେ ସମସ୍ତ ଘଟଣା ଦେଖିଲେ ଓ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ଵାସ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ଅନ୍ୟ ଶିଷ୍ୟଟି ସମାଧି ଭିତରକୁ ଯାଇ ଏସବୁ ଦେଖି ବିଶ୍ୱାସ କଲା। (
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅନ୍ୟଶିଷ୍ୟ ଜଣକ ମଧ୍ୟ ଭିତରକୁ ଗଲେ, ସେହି ଶିଷ୍ୟ ଜଣକ କବର ପାଖରେ ଆଗ ପହଞ୍ଚିଲେ। ସେ ସମସ୍ତ ଘଟଣା ଦେଖିଲେ ଓ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ ಅದ್ದಿ ಸಮಾದಿಕ್ಡೆ ಜಾವ್ನ್ ಪಾವಲ್ಲೊ ಅನಿ ಎಕ್ಲೊ ಶಿಸ್‍ಬಿ ಭುತ್ತುರ್ ಗೆಲೊ. ತೆನಿ ಹೆ ಸಗ್ಳೆ ಬಗಟ್ಲ್ಯಾನ್ ಅನಿ ವಿಶ್ವಾಸ್ ಕರ್ಲ್ಯಾನ್.