John 20:9 — Compare Translations

7 translations compared side by side

Odia - 1840
"ଧର୍ମଶାସ୍ତ୍ର ଅନୁସାରେ 'ଯୀଶୁ ମୃତ୍ଯୁରୁ ଅବଶ୍ଯ ପୁନର୍ଜୀବିତ ହବେେ', ଏହାର ଅର୍ଥ ସହେି ଶିଷ୍ଯମାନେ ଏପର୍ୟ୍ଯନ୍ତ ବୁଝି ପାରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେତେବେଳେ ଏ ଦୁହେଁ ବୁଝିପାରି ନ ଥିଲେ ଯେ ଶାସ୍ତ୍ରବଚନ ଅନୁଯାୟୀ ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେବେ।)
Odia Bible ERV 2004 (ପବିତ୍ର ବାଇବଲ)
ଧର୍ମଶାସ୍ତ୍ର ଅନୁସାରେ ‘ଯୀଶୁ ମୃତ୍ୟୁରୁ ଅବଶ୍ୟ ପୁନର୍ଜୀବିତ ହେବେ’, ଏହାର ଅର୍ଥ ସେହି ଶିଷ୍ୟମାନେ ଏପର୍ଯ୍ୟନ୍ତ ବୁଝି ପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಮರ್‍ನಾತ್ನಾ ಝಿತ್ತೊ ಹೊವ್ನ್ ಉಟುಕ್ ಪಾಜೆ ಮನುನ್ ಪವಿತ್ರ್ ಪುಸ್ತಕಾನ್ ಸಾಂಗಟಲ್ಲೆ ತೆಂಕಾ ಅಜುನ್ಬಿ ಕಳುಕ್ ನತ್ತೆ.