John 21:1 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ନିଜକୁ ଶିଷ୍ଯମାନଙ୍କ ଆଗ ରେ ଦଖାଦେେଲେ। ସେ ତିବିରିଆ ହ୍ରଦ ଗାଲୀଲୀ କୂଳ ରେ ସମାନଙ୍କେୁ ଦଖାଦେଇେଥିଲେ। ସେ ଏହିପରି ଭାବରେ ଦର୍ଶନ ଦଇେଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ । ସେ ଏହି ପ୍ରକାରେ ଦର୍ଶନ ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ତିବିରିଆ ହ୍ରଦ କୂଳରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଆଉ ଥରେ ଦର୍ଶନ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସାତ ଜଣ ଶିଷ୍ୟଙ୍କୁ ଯୀଶୁ ଦେଖା ଦେଲେ ତା’ପରେ ଯୀଶୁ ନିଜକୁ ଶିଷ୍ୟମାନଙ୍କ ଆଗରେ ଦେଖା ଦେଲେ। ସେ ତିବିରିଆ ହ୍ରଦ ଗାଲିଲୀ କୂଳରେ ସେମାନଙ୍କୁ ଦେଖାଦେଇଥିଲେ। ସେ ଏହିପରି ଭାବରେ ଦର୍ଶନ ଦେଇଥିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ରକୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ । ସେ ଏହି ପ୍ରକାରେ ଦର୍ଶନ ଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಮಾನಾ ಜೆಜು ತಿಬೆರಿಯಸ್ ಮನ್ತಲ್ಯಾ ಸಮುಂದರಾತ್ ಅನಿ ಎಗ್ದಾ ಶಿಸಾಕ್ನಿ ದಿಸ್ತಾ ತೆ ಅಶೆ ಹೊಲ್ಲೆ.