John 21:11 — Compare Translations
7 translations compared side by side
Odia - 1840
"ଶିମାନେ ପିତର ନେ ୗକା ଭିତରକୁ ଗଲେ ଓ ଜାଲ କୂଳକୁ ଟାଣିଲେ। ଏହା ବଡ ବଡ ମାଛ ରେ ପୂର୍ଣ୍ଣ ଥିଲା। ସେଥି ରେ ଟି ମାଛ ଥିଲା। ମାଛଗୁଡିକ ବହୁତ ଓଜନିଆ ଥିଲା କିନ୍ତୁ ଜାଲ ଛିଣ୍ଡି ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୋନ ପିତର ଯାଇ ଏକଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣିଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ତିଲା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଫେରିଯାଇ ମାଛରେ ପୂର୍ଣ୍ଣ ଜାଲଟିକୁ ଟାଣି ଆଣିଲେ। ସେଥିରେ ଥିଲା, ଶହେ ତେପନଟି ବଡ଼ ମାଛ। ଏତେ ମାଛର ଓଜନ ସତ୍ତେ୍ୱ ଜାଲ ଛିଣ୍ଡିଯାଇ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଶିମୋନ ପିତର ନୌକା ଭିତରକୁ ଗଲେ ଓ ଜାଲ କୂଳକୁ ଟାଣିଲେ। ଏହା ବଡ଼ ବଡ଼ ମାଛରେ ପୂର୍ଣ୍ଣ ଥିଲା। ସେଥିରେ 153ଟି ମାଛ ଥିଲା। ମାଛଗୁଡ଼ିକ ବହୁତ ଓଜନିଆ ଥିଲା କିନ୍ତୁ ଜାଲ ଛିଣ୍ଡି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಿಮಾವ್ ಪೆದ್ರು ಡೊನಿಕ್ಡೆ ಗೆಲೊ, ಅನಿ ಮೊಟ್ಯಾ ಮೊಟ್ಯಾ ಮಾಸೊಳ್ಯಾ ಪಡಲ್ಲೆ ಜಾಳೆ ದಂಡೆಕ್ ವೊಡುನ್ ಘೆಟ್ಲ್ಯಾನ್, ಎಕ್ಸೆ ಪನ್ನಾಸಾರ್ ತಿನ್ ಮಾಸೊಳ್ಯಾ ಹೊತ್ತ್ಯಾ ತ್ಯಾ ತವ್ಡ್ಯಾ ಲೈ ಮಾಸೊಳ್ಯಾ ರ್ಹಾಲ್ಯಾರ್ಬಿ ಜಾಳೆ ಪಿಂಜುಕ್ ನತ್ತೆ.