John 21:13 — Compare Translations
7 translations compared side by side
Odia - 1840
"ଯୀଶୁ ଖାଦ୍ୟ ନିକଟକୁ ଆସି ରୋଟୀ ଘନେି ସମାନଙ୍କେୁ ଦେଲେ। ସେ ସମାନଙ୍କେୁ ମାଛ ମଧ୍ଯ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କ ନିକଟକୁ ଆସି ରୁଟି ଓ ମାଛ ପରିବେଷଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖାଦ୍ୟ ନିକଟକୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ। ସେ ସେମାନଙ୍କୁ ମାଛ ମଧ୍ୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಜೆಜು ಯೆಲೊ, ಅನಿ ಭಾಕ್ರಿ ಘೆಟ್ಲ್ಯಾನ್ ಅನಿ ತೆಂಕಾ ದಿಲ್ಯಾನ್ ಮಾಸೊಳಿಬಿ ತಸೆಚ್ ಕರುನ್ ದಿಲ್ಯಾನ್.