John 21:18 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି ତୁମ୍ଭେ ଯେତବେେଳେ ୟୁବକ ଥିଲ, ସେତବେେଳେ ତୁମ୍ଭେ ଅଣ୍ଟା ରେ ନିଜଲୁଗା ଭିଡି ଇଚ୍ଛାନୁସା ରେ ଯେ କୌଣସି ସ୍ଥାନକୁ ଯାଉଥିଲ। ମାତ୍ର ବୃଦ୍ଧ ବୟସ ରେ ତୁମ୍ଭେ ହାତ ବଢାଇବ ଓ ଯେଉଁଆଡେ ତୁମ୍ଭର ୟିବାକୁ ଇଚ୍ଛା ନଥିବ, ସହେିଠାକୁ ଅନ୍ୟମାନେ ତୁମ୍ଭକୁ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟୀ ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟୀବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସତ୍ୟ କହୁଛି, ତୁମେ ଯୁବକ ଥିବା ସମୟରେ ତୁମ ଇଚ୍ଛା ଅନୁସାରେ ଯେକୌଣସି ସ୍ଥାନକୁ ଅଣ୍ଟା ଭିଡ଼ି ଚାଲି ଯାଉଥିଲ। କିନ୍ତୁ ତୁମେ ବୃଦ୍ଧ ହେଲେ, କେବଳ ହାତ ଟେକିବ ଓ ଅନ୍ୟ ଜଣେ ତୁମର କଟି ବନ୍ଧନ କରି ତୁମ ଇଚ୍ଛା ବିରୁଦ୍ଧରେ କୌଣସି ସ୍ଥାନକୁ ନେଇଯିବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି ତୁମ୍ଭେ ଯେତେବେଳେ ଯୁବକ ଥିଲ, ସେତେବେଳେ ତୁମ୍ଭେ ଅଣ୍ଟାରେ ନିଜଲୁଗା ଭିଡ଼ି ଇଚ୍ଛାନୁସାରେ ଯେକୌଣସି ସ୍ଥାନକୁ ଯାଉଥିଲ। ମାତ୍ର ବୃଦ୍ଧ ବୟସରେ ତୁମ୍ଭେ ହାତ ବଢ଼ାଇବ ଓ ଯେଉଁଆଡ଼େ ତୁମ୍ଭର ଯିବାକୁ ଇଚ୍ଛା ନ ଥିବ, ସେହିଠାକୁ ଅନ୍ୟମାନେ ତୁମ୍ଭକୁ ନେଇଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।”
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಕಾ ಖರೆ ಹೊತ್ತೆ ಸಾಂಗುಕ್ ಲಾಗ್ಲಾ, ತಿಯಾ ದಾಂಡ್ಗೊ ಹೊತ್ತ್ಯಾ ತನ್ನಾ ತಯಾರ್ ಹೊಯ್ಸ್, ಅನಿ ತುಕಾ ಖೈ ಜಾತಲೆ ಹಾಯ್ ಥೈ ಜಾಯ್ಸ್, ಖರೆ ತಿಯಾ ಮ್ಹಾತಾರೊ ಹೊಲ್ಲ್ಯಾ ತನ್ನಾ ತಿಯಾ ತುಜಿ ಹಾತಾ ವೈರ್ ಕರ್‍ತೆ, ಅನಿ ಕೊನ್ಬಿ ದುಸ್ರೆಚ್ ತುಕಾ ಕಪ್ಡೆ ನೆಸ್ವುತಾತ್ ಅನಿ ತುಕಾ ಮನ್‍ ನಸಲ್ಲ್ಯಾಕ್ಡೆ ಘೆವ್ನ್ ಜಾತಾತ್” ಮನುನ್ ಸಾಂಗಟ್ಲ್ಯಾನ್.