John 21:19 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କର ଗୌରବ ପାଇଁ ପିତର କିପରି ଭାବେ ମୃତ୍ଯୁ ବରଣ କରିବେ, ଏହା ଜଣାଇବା ଉଦ୍ଦେଶ୍ଯ ରେ ଯୀଶୁ ସପରେି କହିଥିଲେ। ଏହା ପରେ ଯୀଶୁ ତାହାଙ୍କୁ କହିଲେ, ମାରେଅନୁଗମନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କେଉଁପ୍ରକାର ମୃତ୍ୟୁଭୋଗ ଦ୍ଵାରା ଈଶ୍ଵରଙ୍କୁ ଗୌରବାନ୍ଵିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ । ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
(ଯୀଶୁ ଏଥିଦ୍ୱାରା ସୂଚନା ଦେଲେ, ପିତର କିପରି ଭାବରେ ମୃତ୍ୟୁଭୋଗ କରି ଈଶ୍ୱରଙ୍କୁ ମହିମାନ୍ୱିତ କରିବେ।) ତା’ପରେ ଯୀଶୁ ପିତରଙ୍କୁ କହିଲେ, “ମୋ’ ପଛେ ପଛେ ଆସ।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଗୌରବ ପାଇଁ ପିତର କିପରି ଭାବେ ମୃତ୍ୟୁ ବରଣ କରିବେ, ଏହା ଜଣାଇବା ଉଦ୍ଦେଶ୍ୟରେ ଯୀଶୁ ସେହିପରି କହିଥିଲେ। ଏହା ପରେ ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁଗମନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।”
Odia IRV 2017 (ଓଡିଆ ବାଇବେଲ)
ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ୱରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ । ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಾಂಗುನ್ ಜೆಜುನ್ ಪೆದ್ರು ದೆವಾಚ್ಯಾ ನಾವಾಕ್ ಮಹಿಮಾ ಹಾನುಕ್ ಮನುನ್ ಕಸ್ಲೆ ಮರಾನ್ ಮರ್ತಲೊ ಹಾಯ್ ಮನುನ್ ದಾಕ್ವುನ್ ದಿಲ್ಯಾನ್. ಮಾನಾ ಜೆಜುನ್ ತೆಕಾ,“ಮಾಜ್ಯಾ ಫಾಟ್ನಾ ಯೆ!” ಮಟ್ಲ್ಯಾನ್.