John 21:2 — Compare Translations

7 translations compared side by side

Odia - 1840
"ଯୀଶୁଙ୍କର କେତକେ ଶିଷ୍ଯ ଏକତ୍ର ହାଇେଥିଲେ, ସମାନେେ ହେଲେ ଶିମାନେ ପିତର, ଥୋମା, (ଡାକନାମ ଦିଦୁମ)। ଗାଲୀଲୀର କାନ୍ନା ନିବାସୀ ନିଥନିଯଲେ, ଜବଦେିର ପୁତ୍ରମାନେ ଓ ଦୁଇଜଣ ଅନ୍ୟ ଶିଷ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ⇧, ଜେବଦିଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ସେଠାରେ ଶିମୋନ ପିତର, ଥୋମା (ଯାହାଙ୍କର ଅନ୍ୟ ନାମ ଯମଜ), ଗାଲିଲୀର କାନ୍ନା ସହର ନିବାସୀ ନିଥେନିୟଲ, ଜେବଦୀଙ୍କ ଦୁଇ ପୁତ୍ର, ପୁଣି ଅନ୍ୟ ଦୁଇ ଜଣ ଶିଷ୍ୟ ଉପସ୍ଥିତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର କେତେକ ଶିଷ୍ୟ ଏକତ୍ର ହୋଇଥିଲେ, ସେମାନେ ହେଲେ ଶିମୋନ ପିତର, ଥୋମା, (ଡାକନାମ ଦିଦୁମ)। ଗାଲିଲୀର କାନ୍ନା ନିବାସୀ ନିଥନିୟେଲ, ଜେବଦୀର ପୁତ୍ରମାନେ ଓ ଦୁଇଜଣ ଅନ୍ୟ ଶିଷ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಿಮಾವ್ ಪೆದ್ರು, ಥೊಮಸ್, ಗಾಲಿಲಿಯಾತ್ಲ್ಯಾ ಕಾನಾ ಶಾರಾತ್ಲೊ ನಾಥಾನಾಯೆಲ್ ಜೆಬೆದೆವಾಚಿ ಲೆಕಾ, ಅನಿ ದೊಗೆಲೊಕಾ ಜೆಜುಚಿ ಶಿಸಾ ಎಕಾಕ್ಡೆ ಜಮಾ ಹೊಲೆ.