John 21:20 — Compare Translations
7 translations compared side by side
Odia - 1840
"ପିତର ବୁଲି ପଡି ଦେଖିଲେ ଯେ ଯେଉଁ ଶିଷ୍ଯଙ୍କୁ ଯୀଶୁ ପ୍ ରମେ କରୁଥିଲେ, ସେ ସମାନଙ୍କେ ଅନୁଗମନ କରୁଛନ୍ତି। (ସହେି ରାତ୍ରି ଭୋଜନ ବେଳେ, ସହେି ଶିଷ୍ଯ ଯୀଶୁଙ୍କ ଶରୀର ରେ ଆଉଜି ପଡି, ପ୍ରଚାରି ଥିଲେ, ପ୍ରଭୁ, ଆମ୍ଭ ଭିତରୁ କିଏ ଆପଣଙ୍କ ବିରୁଦ୍ଧ ରେ ୟିବ?)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୋ, ଆପଣଙ୍କୁ କିଏ ଶତ୍ରୁହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ବୁଲିପଡ଼ି ପଛରେ ଯୀଶୁଙ୍କ ପ୍ରିୟ ଶିଷ୍ୟଙ୍କୁ ଦେଖିଲେ। (ଏହି ଶିଷ୍ୟଟି ଦିନେ ଯୀଶୁଙ୍କ ଉପରକୁ ଆଉଜି ପଡ଼ି ପଚାରିଥିଲା, “ପ୍ରଭୁ, ଆପଣଙ୍କ ପ୍ରତି କିଏ ବିଶ୍ୱାସଘାତକତା କରିବ?”)
Odia Bible ERV 2004 (ପବିତ୍ର ବାଇବଲ)
ପିତର ବୁଲି ପଡ଼ି ଦେଖିଲେ ଯେ ଯେଉଁ ଶିଷ୍ୟଙ୍କୁ ଯୀଶୁ ପ୍ରେମ କରୁଥିଲେ, ସେ ସେମାନଙ୍କ ଅନୁଗମନ କରୁଛନ୍ତି। (ସେହି ରାତ୍ରି ଭୋଜନ ବେଳେ, ସେହି ଶିଷ୍ୟ ଯୀଶୁଙ୍କ ଶରୀରରେ ଆଉଜି ପଡ଼ି, ପଗ୍ଭରି ଥିଲେ, “ପ୍ରଭୁ, ଆମ୍ଭ ଭିତରୁ କିଏ ଆପଣଙ୍କ ବିରୁଦ୍ଧରେ ଯିବ?”)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಫಾಟಿ ಪರತಲ್ಲ್ಯಾ ತನ್ನಾ ತೆಕಾ ತೊ ಜೆಜುಚೊ ಪ್ರೆಮಾಚೊ ಅನಿ ಎಕ್ಲೊ ಶಿಸ್, ಜೆವ್ನಾಚ್ಯಾ ಎಳಾರ್ ಜೆಜುಚ್ಯಾ ಬಾಜುಕ್ ಬಸಲ್ಲೊ, ಅನಿ ಜೆಜುಚ್ಯಾ ಜಗ್ಗೊಳ್ ವ್ಹಾಕುನ್ “ಧನಿಯಾ ತುಕಾ ಘಾತ್ ಕರ್ತಲೊ ಕೊನ್ ತೊ?” ಮನುನ್ ಇಚಾರಲ್ಲೊ ಶಿಸ್ ದಿಸ್ಲೊ.