John 21:22 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ମାରେ ପୁନରାଗମନ ସମୟ ପର୍ୟ୍ଯନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତବେେ ସେଥି ରେ ତୁମ୍ଭର କ'ଣ ଅଛି? ତୁମ୍ଭେ ମାରେ ଅନୁଗମନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ଇଚ୍ଛା କରେ; ମୋର ପୁନରାଗମନ ପର୍ଯ୍ୟନ୍ତ ସେ ବଞ୍ଚି ରହୁ, ସେଥିରେ ତୁମର କ’ଣ ଅଛି? ତୁମେ ମୋର ଅନୁଗମନ କର।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମୋର ପୁନରାଗମନ ସମୟ ପର୍ଯ୍ୟନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛାକରେ, ତେବେ ସେଥିରେ ତୁମ୍ଭର କ’ଣ ଅଛି? ତୁମ୍ଭେ ମୋର ଅନୁଗମନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କ'ଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ, “ಮಿಯಾ ಯೆಯ್ ಪತರ್ ತೊ ಝಿತ್ತೊ ರ್ಹಾವ್ಕ್ ಪಾಜೆ, ಮನುನ್ ರ್ಹಾಲ್ಯಾರ್, ತೆ ಸಗ್ಳೆ ತುಕಾ ಕಾಯ್? ಮಾಜ್ಯಾ ಫಾಟ್ನಾ ಯೆ!” ಮನುನ್ ಜಬಾಬ್ ದಿಲ್ಯಾನ್.