John 21:24 — Compare Translations
7 translations compared side by side
Odia - 1840
"ସହେି ଶିଷ୍ଯ ଏ ସବୁ କଥା କହୁଛନ୍ତି। ସେ ହେଉଛନ୍ତି ସହେି ବ୍ଯକ୍ତି ଯେ କି ଏସବୁ କଥା ଲେଖିଛନ୍ତି। ଆମ୍ଭେ ଜାଣୁ ସେ ଯାହା କହନ୍ତି ତାହା ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଏହିସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହିସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସମସ୍ତ ବିଷୟ ସେହି ଶିଷ୍ୟ କହି ଯାଇଛନ୍ତି। ଏ ସବୁକୁ ମଧ୍ୟ ସେ ଲିପିବଦ୍ଧ କରିଛନ୍ତି ଏବଂ ଆମେ ଜାଣୁ, ସେ ଯାହା କହିଛନ୍ତି, ତା’ ସବୁ ସତ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶିଷ୍ୟ ଏ ସବୁ କଥା କହୁଛନ୍ତି। ସେ ହେଉଛନ୍ତି ସେହି ବ୍ୟକ୍ତି ଯେ କି ଏସବୁ କଥା ଲେଖିଛନ୍ତି। ଆମ୍ଭେ ଜାଣୁ ସେ ଯାହା କହନ୍ତି ତାହା ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊಚ್ ತೊ ಶಿಸ್ ಹಿ ಸಗ್ಳಿ ವಿಶಯಾ ಸಾಂಗಟಲ್ಲೊ, ಅನಿ ಸಗ್ಳೆ ಲಿವ್ನ್ ಥವಲ್ಲೊ: ಅನಿ ತೆನಿ ಸಾಂಗಟಲ್ಲಿ ಸಾಕ್ಷಿ ಖರಿ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್.