John 21:25 — Compare Translations
7 translations compared side by side
Odia - 1840
"ଯୀଶୁ ଆହୁରି ଅନକେ କାର୍ୟ୍ଯ କରିଥିଲେ। ମୁଁ ମନେ କରେ ଯେ, ଯୀଶୁଙ୍କ ବିଷୟ ରେ ସମସ୍ତ ବିଷୟ ଯଦି ଲଖାେ ହାଇେ ଥାଆନ୍ତା, ତବେେ ସହେି ପୁସ୍ତକଗୁଡିକ ରଖିବା ପାଇଁ ସାରା ଜଗତ ରେ ସ୍ଥାନ ହୁଅନ୍ତା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ କାର୍ଯ୍ୟକଳାପ ସମ୍ପର୍କରେ ଆହୁରି ଅନେକ ବିଷୟ ଅଛି। କିନ୍ତୁ ମୋ’ ବିଚାରରେ, ସେସବୁ ଜଣେ ଲେଖି ବସିଲେ, ଯେତେ ପୁସ୍ତକ ଲେଖାଯିବ, ସେସେବୁ ରଖିବା ପାଇଁ ଜଗତରେ ସ୍ଥାନ ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଆହୁରି ଅନେକ କାର୍ଯ୍ୟ କରିଥିଲେ। ମୁଁ ମନେ କରେ ଯେ, ଯୀଶୁଙ୍କ ବିଷୟରେ ସମସ୍ତ ବିଷୟ ଯଦି ଲେଖା ହୋଇ ଥା’ନ୍ତା, ତେବେ ସେହି ପୁସ୍ତକଗୁଡ଼ିକ ରଖିବା ପାଇଁ ସାରା ଜଗତରେ ସ୍ଥାନ ହୁଅନ୍ତା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହି ସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହି ସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಕರಲ್ಲಿ ಕಾಮಾ, ಅನಿ ಲೈ ಹಾತ್ ತಿ ಸಗ್ಳಿ ಎಕಾಚ್ಯಾ ಮಾನಾ ಎಕ್ ಲಿವ್ಲ್ಯಾರ್, ತಿ ಲಿವ್ಸಾಟಿ ಪಾಜೆ ಹೊಲ್ಲಿ ಪುಸ್ತಕಾ ಹ್ಯಾ ಜಗಾಕುಚ್ ಅಟ್ಪಿನಸಿ ಹೊತ್ತಿ ಕಾಯ್ಕಿ ಮನುನ್ ಮಾಕಾ ದಿಸ್ತಾ.