John 21:8 — Compare Translations

7 translations compared side by side

Odia - 1840
"ଅନ୍ୟ ଶିଷ୍ଯମାନେ ନେ ୗକା ରେ କୂଳକୁ ଗଲେ। ସମାନେେ ମାଛ ରେ ଭର୍ତ୍ତି ହାଇେଥିବା ଜାଲ ଭିଡିଲେ। ସମାନେେ କୂଳରୁ ବେଶୀ ଦୂର ରେ ନଥିଲେ, ଦୂରତ୍ବ ପ୍ରାୟ ନବେ ମିଟର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାହାରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇଶହ ହାତ ଦୂରରେ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟ ଶିଷ୍ୟମାନେ ମାଛରେ ପୂର୍ଣ୍ଣ ହୋଇଥିବା ଜାଲ ଟାଣି ଟାଣି ଡଙ୍ଗାକୁ କୂଳରେ ଲଗାଇଲେ। କୂଳରୁ ସେମାନେ ବେଶୀ ଦୂରରେ ନ ଥିଲେ। କେବଳ ଦୁଇ ଶହ ହାତ ଭିତରକୁ ଯାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଶିଷ୍ୟମାନେ ନୌକାରେ କୂଳକୁ ଗଲେ। ସେମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଭିଡ଼ିଲେ। ସେମାନେ କୂଳରୁ ବେଶୀ ଦୂରରେ ନ ଥିଲେ, ଦୂରତ୍ୱ ପ୍ରାୟ ନବେ ମିଟର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାଆରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹುರಲ್ಲಿ ಶಿಸಾ ಮಾಸೊಳ್ಯಾನಿ ಭರಲ್ಲೆ ಜಾಳೆ ವೊಡುಂಗೆತ್ ದಂಡೆಕ್ ಯೆಲಿ, ತೆನಿ ದಂಡೆಕ್ನಾ ಧುರ್ ನತ್ತೆ ಸುಮಾರ್ ತಿನ್ಸೆ ಪುಟ್ ಭುತ್ತುರ್ ಹೊತ್ತೆ.