John 21:9 — Compare Translations

7 translations compared side by side

Odia - 1840
"ଶିଷ୍ଯମାନେ ଯେତବେେଳେ ନେ ୗକାରୁ ବାହାରି କୂଳ ରେ ପହନ୍ଚିଲେ, ସମାନେେ ସେତବେେଳେ ରଡନିଆଁ ଜଳୁଥିବାର ଦେଖିଲେ। ସଠାେରେ ନିଆଁ ଉପରେ ମାଛ ଥିଲା, ଓ କିଛି ରୋଟୀ ମଧ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି ତାହା ଉପରେ ଭଜା ମାଛ ଓ ରୋଟୀ ଥୁଆ ହୋଇଥିବା ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କୂଳରେ ପହଞ୍ଚି ସେମାନେ ଦେଖିଲେ, ଜଳନ୍ତା ଅଙ୍ଗାର ଉପରେ କିଛି ମାଛ ଓ ପାଖରେ କେତେ ଖଣ୍ଡ ରୁଟି ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ଯେତେବେଳେ ନୌକାରୁ ବାହାରି କୂଳରେ ପହଞ୍ଚିଲେ, ସେମାନେ ସେତେବେଳେ ରଡ଼ନିଆଁ ଜଳୁଥିବାର ଦେଖିଲେ। ସେଠାରେ ନିଆଁ ଉପରେ ମାଛ ଥିଲା, ଓ କିଛି ରୋଟୀ ମଧ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ದಂಡೆಕ್ ಯೆವ್ನ್ ಪಾವಲ್ಲ್ಯಾ ತನ್ನಾ ಎಕ್ ಧುಮಿ ಪೆಟಲ್ಲಿ ಹೊತ್ತಿ ಅನಿ ತೆಚೆವರ್ತಿ ಮಾಸೊಳಿ, ಅನಿ ಉಲ್ಲಿ ಭಾಕ್ರಿ ಹೊತ್ತಿ ತೆನಿ ಬಗಟ್ಲ್ಯಾನಿ.