John 3:10 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇଶ୍ରାୟେଲର ଜଣେ ପ୍ରଧାନ ଗୁରୁ। କିନ୍ତୁ ତୁମ୍ଭେ ଏସବୁ କଥା ବୁଝି ପାରୁନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କୁ କହିଲେ: “ତୁମେ ଇଶ୍ରାୟେଲର ଜଣେ ଗୁରୁ ହୋଇଏ ଏକଥା ଜାଣି ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ପ୍ରଧାନ ଗୁରୁ, କିନ୍ତୁ ତୁମ୍ଭେ ଏସବୁ କଥା ବୁଝି ପାରୁ ନାହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କ'ଣ ଏହି ସବୁ ବୁଝୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ,“ತಿಯಾ ಇಸ್ರಾಯೆಲಾತ್ ಎಕ್ ಮೊಟೊ ಶಿಕ್ವುನಾರೊ ಮಾನುಸ್, ಹೆ ತುಕಾ ಗೊತ್ತ್, ನಾ ಕಾಯ್?