John 3:11 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ଯାହା ସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭମାନେେ ତାହା ଗ୍ରହଣ କରୁନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସତ୍ୟ ସତ୍ୟ ମୁଁ କହୁଅଛି, ଆମେ ଯାହା ଜାଣୁ, ତାହା କହୁ, ଯାହା ଦେଖିଛୁ, ତା’ର ସାକ୍ଷ୍ୟ ଦେଉ; ତଥାପି ତୁମେ କେହି ବିଶ୍ୱାସ କରୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ଆମ୍ଭେ ଯାହାସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭେମାନେ ତାହା ଗ୍ରହଣ କରୁ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಖರೆ ಅಸಲ್ಲೆ ಸಾಂಗುಕ್ ಲಾಗ್ಲಾ, ಅಮ್ಕಾ ಕಾಯ್ ಗೊತ್ತ್ ಹಾಯ್ ತೆಚ್ ಸಾಂಗ್ತಾವ್, ಅನಿ ಅಮಿ ಕಾಯ್ ಬಗಟ್ಲಾವ್ ತ್ಯೆಚ್ಯಾ ವಿಶಯಾತುಚ್ ಅಮಿ ಸಾಕ್ಷಿ ದಿತಾಂವ್. ಖರೆ ಅಜುನ್‍ಬಿ ತುಮಿ ಕೊನ್ಬಿ ಅಮಿ ಸಾಂಗಲ್ಲ್ಯಾ ಗೊಸ್ಟಿಯ್ಯಾ ತುಮಿ ಸ್ವಿಕಾರ್ ಕರಿನ್ಯಾಸಿ.”